ପାଠୋଇ ବୋହୂ August 09, 2021 ଢେର ବର୍ଷ ତଳର କଥା । ବାଲେଶ୍ୱର ସହର ଦକ୍ଷିଣାଧାର ସରଗଡ଼ିଆ ପଡ଼ାର ଉତ୍ତର ଦକ୍ଷିଣ ଲମ୍ବା ସଡ଼କର ଦୁଇ ତରଫ ଲମ୍ବାଲମ୍ବି ଦୁଇ ସାହାଲା ଘର । ସବୁଗୁଡ଼ିକ ଅମଲା ମୁକ୍ତାର ଓକିଲମାନଙ୍କ ବସା । ଗିରସ୍ତି ଘ... Read more